ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ

Feb 20, 2026 - 13:54
 0  2
ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭବାନୀପାଟଣା ରେଞ୍ଜର ଭଟାଙ୍ଗପଦର ସେକ୍ସନର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ। ଏକାସାଙ୍ଗେ ବିଭିନ୍ନ ସ୍ଥାନରେ ଚଢାଉ ଜାରି ରଖିଛି ଭିଜିଲାନ୍ସ। ତେବେ ଚଢାଉ ହେଉଥିବା ସ୍ଥାନ ମଧ୍ୟରେ ରହିଛି କାର୍ଯ୍ୟାଳୟ ଓ ବାସଭବନ । ଏହି ଚଢାଉରେ ୪ ଡିଏସ୍‌ପି, ୭ ଜଣ ଇନ୍ସପେକ୍ଟର, ୪ଜଣ ଏସ୍‌ଏଆଇ ଅଛନ୍ତି ସାମିଲ। ଭିଜିଲାନ୍ସ ପକ୍ଷରୁ ହୋଇଥିବା ଚଢାଉରେ ମିଳିଛି ଅନେକ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ।

What's Your Reaction?

like

dislike

love

funny

angry

sad

wow