ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ

Jun 30, 2025 - 13:10
 0  1
ଭିଜିଲାନ୍ସ ଜାଲରେ ଯୁଗ୍ମ ନିର୍ଦ୍ଦେଶକ

ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୃତ୍ତିକା ସଂରକ୍ଷଣ ବିଭାଗର ଯୁଗ୍ମ ନିର୍ଦ୍ଦେଶକ ଦୟାନିଧି ବାଗଙ୍କ ଘରେ ଚଢାଉ କରୁଛି ଭିଜିଲାନ୍ସ । ଏକାସାଙ୍ଗେ ୮ଟି ସ୍ଥାନରେ ଚାଲିଛି ଚଢାଉ। ଯେଉଁଥିରେ ରହିଛି ଭୁବନେଶ୍ୱର, କଳାହାଣ୍ଡି, ନବରଙ୍ଗପୁରରେ ଥିବା ଠିକଣା । ସେ ରାୟଗଡ଼ା ଜଳଛାୟା ବିଭାଗର ପ୍ରକଳ୍ପ ନିର୍ଦ୍ଦେଶକ ଥିବା ବେଳେ ଠକେଇ କରିଥିବା ନେଇ ହୋଇଥିଲା  ଅଭିଯୋଗ । ଏହି ଠକେଇ ଅଭିଯୋଗରେ ଚଢାଉ କରୁଛି ଭିଜିଲାନ୍ସ   ।  

What's Your Reaction?

like

dislike

love

funny

angry

sad

wow