ଭିଜିଲାନ୍ସ ଜାଲରେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ

ଆୟ ବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ସୁବର୍ଣ୍ଣପୁର ଜିଲ୍ଲା ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ଅଧିକାରୀ ସୁରେଶ ପାଣିଗ୍ରାହୀଙ୍କ ଘରେ ଚଢ଼ାଉ କରିଛି ଭିଜିଲାନ୍ସ।ସୁରେଶଙ୍କ ସୋନପୁର ସ୍ଥିତ ଭଡ଼ାଘର,କାର୍ଯ୍ୟାଳୟ ଓ ପୈତୃକ ଘର ସମେତ ୧୧ଟି ସ୍ଥାନରେ ହୋଇଛି ଚଢ଼ାଉ । ଚଢ଼ାଉ ବେଳେ ପୁଳା ପୁଳା ସୁନା ଅଳଙ୍କାର ଓ ଜମିବାଡ଼ି କାଗଜ ପତ୍ର ଜବତ କରିଛି ଭିଜିଲାନ୍ସ ।
What's Your Reaction?






