ଭୁବନେଶ୍ୱର ଶିଶୁ ଚୋରି ଘଟଣାରେ ନୂଆ ମୋଡ

Apr 15, 2025 - 14:37
 0  7
ଭୁବନେଶ୍ୱର ଶିଶୁ ଚୋରି ଘଟଣାରେ ନୂଆ ମୋଡ

ଭୁବନେଶ୍ୱର ଶିଶୁ ଚୋରି ଘଟଣାରେ ନୂଆ ମୋଡ ଖନ୍ତାପଡ଼ା ଥାନାରେ ମହିଳାଙ୍କୁ ପଚରାଉଚରା ବେଳେ ସାମ୍ନାକୁ ଆସିଛି ସାଂଘାତିକ ସତ। ଶୁପାରି ଦେଇ ଶିଶୁକୁ ଅପହରଣ କରାଇଥିଲେ ମହିଳା ଏହା ପଛରେ ଥିଲା ବଡ ଷଡଯନ୍ତ୍ର ନିଜ ଛୁଆ ଦେହରେ କିଡନୀ ଲଗାଇବା ପାଇଁ ଆଉ ଜଣେ ମାଆଙ୍କ କୋଳରୁ ଶିଶୁ ଚୋରି କରିଥିଲା ମହିଳା ନିଜ ପିଲାର କିଡନୀ ଖରାପ ଥିଲା, ତେଣୁ ନିଜ ପିଲାକୁ ବଞ୍ଚାଇବାକୁ ଯାଇ ଶିଶୁ ଚୋରି ପାଇଁ ସୁପାରି ଦେଇଥିଲା ମହିଳା ଜଣକ ଅପହରଣକାରୀଙ୍କ ପାଖରେ ପହଞ୍ଚିବା ପାଇଁ ୫ଟି ଟିମ୍ ଗଠନ କରିଥିଲା କମିଶନରେଟ୍ ପୋଲିସ ଶେଷରେ ବାଲେଶ୍ବରରୁ ଶିଶୁକୁ ଉଦ୍ଧାର କରିବାରେ ସଫଳ ହୋଇଛି ପୋଲିସ। 

What's Your Reaction?

like

dislike

love

funny

angry

sad

wow