ଭୁବନେଶ୍ୱରର ନୂଆ ଡିସିପି ଭାବେ ଦାୟିତ୍ୱ ନେଲେ ଜଗମୋହନ ମୀନା

ଭୁବନେଶ୍ବରର ନୂଆ ଡିସିପି ଭାବେ ଦାୟିତ୍ବ ନେଲେ ଜଗମୋହନ ମୀନା। କଟକ ଛାଡ଼ି ଭୁବନେଶ୍ବର ଡିସିପି ଭାବେ ଆଜି ସେ ନେଇଛନ୍ତି ଦାୟିତ୍ବ। ରାଜଧାନୀର ଆଇନଶୃଙ୍ଖଳା ଠାରୁ ଆରମ୍ଭ କରି ଟ୍ରାଫିକ୍ ସମସ୍ୟା, ନିଶା କାରବାର,ଅପରାଧ ନିୟନ୍ତ୍ରଣ,ଭିଭିଆଇପି ସୁରକ୍ଷା ଆଦି ପ୍ରସଙ୍ଗ ନୂଆ ଡିସିପିଙ୍କ ପାଇଁ ହେବ ବଡ଼ ଆହ୍ବାନ ।
What's Your Reaction?






