ଭୁବନେଶ୍ୱରରେ ବନ୍ଦ ଜଳ ଯୋଗାଣ

Oct 18, 2024 - 15:32
 0  2
ଭୁବନେଶ୍ୱରରେ ବନ୍ଦ ଜଳ ଯୋଗାଣ

ଭୁବନେଶ୍ୱରରେ ଆଜି ଦିନ ୨ଟାରୁ ଆସନ୍ତାକାଲି ଦିନ ୨ଟା ଯାଏଁ ବନ୍ଦ ରହିବ ଜଳ ଯୋଗାଣ। ପାଇପ ମରାମତି ଯୋଗୁ ମୁଣ୍ଡଳିରୁ ଜଳ ଯୋଗାଣ ବନ୍ଦ ରଖାଯିବ ବୋଲି କହିଛିି ୱାଟକୋ।କଳିଙ୍ଗନଗର, ପାତ୍ରପଡା, ଭରତପୁର, ଶାମପୁର, ଘାଟିକିଆ, ଖଣ୍ଡଗିରି ବାରି, ଖଣ୍ଡଗିରି ବିହାର, କୋଳଥିଆ, ଆଇଗିଣିଆ, ବରମୁଣ୍ଡା, ଜଗନ୍ନାଥ ବିହାର, ରେଣ୍ଟାଲ କଲୋନୀ, ସିଆପଏଫ ଅଞ୍ଚଳ, ଏକମ୍ର ଭିଲ୍ଲା, ବରମୁଣ୍ଡା ବସ୍‌ଷାଣ୍ଡ ଅଞ୍ଚଳ, ତପୋବନ, ଏମ୍ସନଗର, ଏମ୍ସ ହାସପାତାଳ, ଯଦୁପୁର, ଡୁମଡୁମା ଗାଁ, ଡୁମଡୁମା ହାଇସିଂ ବୋର୍ଡ କଲୋନୀ, ଜାଗମରା, ଜଗମୋହନ ନଗର, ଧର୍ମ ବିହାର, ଗଣ୍ଡମୁଣ୍ଡା, ଭକ୍ତ ମଧୁ ନଗର, ଅନନ୍ତ ବିହାର, ଲିଙ୍ଗରାଜ ବିହାର, କାରର୍ଗିଲ ବସ୍ତି, କପିଳ ପ୍ରସାଦ ଗାଁ, କପିଳ ପ୍ରସାଦ ବିଡିଏ କଲୋନୀ, ସୁନ୍ଦରପଦା, ବରମୁଣ୍ଡା ଗାଁ, କ୍ରିଷ୍ଣା ଗାର୍ଡେନ, ମଲ୍ଲିକ କମ୍ପ୍ଲେକ୍ସ, ସିଦ୍ଧି ବିହାର, ସୌଭାଗ୍ୟ ନଗର, ଶତାଦ୍ଦୀ ନଗରରେ ବନ୍ଦ ରହିବ ପାଣି ଯୋଗାଣ।ସେହପରି ଏରୋଡ୍ରମ ଏରିଆ, ଭିମ୍ପୁର, ପଳାସପଲ୍ଲୀ, ଫରେଷ୍ଟପାର୍କ, ଶିରିପୁର, ଗଙ୍ଗନଗର, ୟୁନିଟ-୧ଠାରୁ ୮(ଆଂଶିକ), ଆଇଆରସି ଭିଲେଜ, ଏନ-୧ରୁ ଏନ ୬ ପର୍ଯ୍ୟନ୍ତ, ନୟାପଲ୍ଲୀ ଗାଁ, କାବେରୀ ବସ୍ତି, ଗଡସାହି ବସ୍ତି, ନୀଳଗଣ୍ଠ ନଗର, ବାଲିପଦା ସାହି, ଆନନ୍ଦ ବିହାର, ସୀତାପୁର ବସ୍ତି, ଶାସ୍ତ୍ରୀ ନଗର, ନୀଳାଦ୍ରିବିହାର, ସାଲିଆ ସାହି ଓ ମୈତ୍ରି ବିହାରରେ ପାଣି ଯୋଗାଣ ବନ୍ଦ ରହିବ ବୋଲି ମିଳିଛି ସୂଚନା।

What's Your Reaction?

like

dislike

love

funny

angry

sad

wow