ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ
ପ୍ରାୟ ଗୋଟିଏ ବର୍ଷ ପରେ ମଣିପୁରରୁ ହଟିଲା ରାଷ୍ଟ୍ରପତି ଶାସନ । ରାଷ୍ଟ୍ରପତି ଶାସନ ପ୍ରତ୍ୟାହୃତ ନେଇ ଗୃହ ମନ୍ତ୍ରାଳୟ ପକ୍ଷରୁ ଜାରି କରାଯାଇଛି ବିଜ୍ଞପ୍ତି ।ଗତବର୍ଷ ଫେବୃଆରୀ ୧୩ରୁ ରାଜ୍ୟରେ ରାଷ୍ଟ୍ରପତି ଶାସନ ହୋଇଥିଲା ଲାଗୁ । ସୂଚନାଯୋଗ୍ୟ, ଗତକାଲି ୟୁମନାମ ଖେମଚାନ୍ଦ ସିଂହଙ୍କୁ ମଣିପୁର ବିଧାୟକ ଦଳର ନେତା ଭାବରେ କରାଯାଇଥିଲା ନିର୍ବାଚିତ । ମଣିପୁରର ନୂଆ ମୁଖ୍ୟମନ୍ତ୍ରୀ ହେବେ ୟୁମନାମ ଖେମଚାନ୍ଦ ସିଂହ।
What's Your Reaction?