ମହିଳାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଟଙ୍କା

ମହିଳାଙ୍କ ଖାତାକୁ ଆସିଲା ‘ସୁଭଦ୍ରା’ ଯୋଜନା ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ।ଯାଜପୁର ଜିଲ୍ଲା ବ୍ୟାସନଗରର ଚାନ୍ଦମା ପଡ଼ିଆ ଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହି ଟଙ୍କା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।ଆଜି ରାଜ୍ୟର ୧୮ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ବଣ୍ଟନ କରାଯାଇଛି ଟଙ୍କା । ଏହାସହ ଯେଉଁମାନେ ଏନ୍ପିସିଆଇରେ ରହିଯିବେ, ସେମାନଙ୍କୁ ମାର୍ଚ୍ଚ ୮ ତାରିଖ ସୁଦ୍ଧା ଯୋଡ଼ି ଦିଆଯିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।
What's Your Reaction?






