ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି

Mar 1, 2025 - 15:05
 0  5
ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି

ମାଟ୍ରିକ ବିଜ୍ଞାନ ପରୀକ୍ଷା ପ୍ରଶ୍ନପତ୍ରରେ ତ୍ରୁଟି। ୫୦ ମାର୍କ ବଦଳରେ ୪୬ ମାର୍କର ପରୀକ୍ଷା ଦେଇଛନ୍ତି ଛାତ୍ରଛାତ୍ରୀ। ବିଜ୍ଞାନ C ସେଟ୍‌ରେ ୪ ମାର୍କ କମ୍‌ ଥିବା ମିଳିଛି ସୂଚନା । ତ୍ରୁଟିକୁ ସ୍ବୀକାର କରିଛନ୍ତି ବୋର୍ଡ କର୍ତ୍ତୃପକ୍ଷ। ଏନେଇ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ କହିଛନ୍ତି ଯେ, ଯେପରି ପରୀକ୍ଷାର୍ଥୀଙ୍କର କ୍ଷତି ନ ହେବ ,ସେନେଇ କରୁଛୁ ବିଚାର । ବିଚାର କରି ନିଷ୍ପତ୍ତି ନେବ  ମୂଲ୍ୟାୟନ କମିଟି । ହେଲେ ପ୍ରଶ୍ନପତ୍ର ଭାଇରାଲ ଖବରକୁ ଦୃଢ ଭାବେ ଖଣ୍ଡନ କରିଛନ୍ତି ବୋର୍ଡ ସଭାପତି । 

What's Your Reaction?

like

dislike

love

funny

angry

sad

wow