ମାର୍ଚ୍ଚରେ ମିଳିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଟଙ୍କା

ମାର୍ଚ୍ଚରେ ମିଳିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଟଙ୍କା

ଆସନ୍ତା ମାର୍ଚ୍ଚରେ ମିଳିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି ଟଙ୍କା ।  ଜାନୁଆରୀ ଶେଷ ସୁଦ୍ଧା ପ୍ରଥମ କିସ୍ତିରେ  ୧ କୋଟି  ମହିଳାଙ୍କୁ  ସୁଭଦ୍ରା ଟଙ୍କା କରାଯିବ ପ୍ରଦାନ । ମାର୍ଚ୍ଚରେ ଏକସଙ୍ଗେ କୋଟିଏ ହିତାଧିକାରୀଙ୍କୁ  ମିଳିବ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତି । ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।