ମିଆଁମାର ଥାଇଲାଣ୍ଡ ପରେ ଭୂମିକମ୍ପରେ ଥରିଲା ପାକିସ୍ତାନ

Apr 2, 2025 - 12:08
 0  7
ମିଆଁମାର ଥାଇଲାଣ୍ଡ ପରେ ଭୂମିକମ୍ପରେ ଥରିଲା ପାକିସ୍ତାନ

ମିଆଁମାର ଥାଇଲାଣ୍ଡ ପରେ ଭୂମିକମ୍ପରେ ଥରିଲା ପାକିସ୍ତାନ  ଆଜି ଭୋର ପ୍ରାୟ ୩ଟାରେ ପାକିସ୍ତାନରେ ଅନୁଭୂତ ହୋଇଛି ଭୂମିକମ୍ପ ଝଟକା ଭୂମିକମ୍ପର ତୀବ୍ରତା ପାଖାପାଖି . ରହିଛି ବର୍ତ୍ତମାନସୁଦ୍ଧା କୌଣସି କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିନାହିଁ। ଏହାପୂର୍ବରୁ ଗତକାଲି ବେଲୁଚିସ୍ତାନରେ ଅନୁଭୂତ ହୋଇଥିଲା ଭୂକମ୍ପ ଝଟକା। ଇଦ୍ ଦିନ କରାଚୀରେ ହୋଇଥିବା ଭୂମିକମ୍ପର କିଛି ଘଣ୍ଟା ପରେ ଏହି ଭୂମିକମ୍ପ ଆସିଥିଲା, ଯାହା ଲୋକଙ୍କ ମଧ୍ୟରେ ସୃଷ୍ଟି କରିଛି ଆତଙ୍କ । ଭୂମିକମ୍ପର କେନ୍ଦ୍ରସ୍ଥଳ ବାରଖାନରୁ ଉତ୍ତର-ପଶ୍ଚିମରେ ୫୯ କିଲୋମିଟର ଦୂରରେ ଥିଲା। ତଥାପି, ଭୂମିକମ୍ପଗୁଡ଼ିକ ମୃଦୁ ଥିବାରୁ କୌଣସି କ୍ଷୟକ୍ଷତିର ରିପୋର୍ଟ ହୋଇନାହିଁ।

What's Your Reaction?

like

dislike

love

funny

angry

sad

wow