ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ପୁରସ୍କାର  

Sep 30, 2024 - 12:43
 0  4
ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ପୁରସ୍କାର  

ବଲିଉଡର ଲୋକପ୍ରିୟ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ ମିଳିବ ଦାଦା ସାହେବ ଫାଲକେ ପୁରସ୍କାର  । ଭାରତୀୟ ସିନେମାରେ ତାଙ୍କର ବଳିଷ୍ଠ ଅବଦାନ ପାଇଁ ତାଙ୍କୁ ଏହି ସମ୍ମାନ ଦିଆଯିବା ନେଇ ହୋଇଛି ଘୋଷଣା ।  ଆସନ୍ତା ଅକ୍ଟୋବର ୭ ତାରିଖରେ ୭୦ତମ ଜାତୀୟ ଚଳଚ୍ଚିତ୍ର ଉତ୍ସବରେ ତାଙ୍କୁ ଏହି ଦିଆଯିବ ପୁରସ୍କାର । ଏନେଇ ସୂଚନା ଦେଇଛନ୍ତି  କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ।

What's Your Reaction?

like

dislike

love

funny

angry

sad

wow