ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ବ

ଓଡ଼ିଶାର ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କୁ ମିଳିଲା ଅତିରିକ୍ତ ଦାୟିତ୍ବ । ତାଙ୍କୁ ମୁଖ୍ୟ ଶାସନ ସଚିବ ଓ ଶ୍ରୀ ଜଗନ୍ନାଥ ମନ୍ଦିର ପ୍ରଶାସନର କାର୍ଯ୍ୟକାରୀ ଅଧ୍ୟକ୍ଷ ଭାବେ ଅତିରିକ୍ତ ଦାୟିତ୍ୱ ସହ ଅତିରିକ୍ତ ମୁଖ୍ୟ ଆବାସିକ ଆୟୁକ୍ତ ଭାବେ ନୂଆ ଦାୟିତ୍ୱ ପ୍ରଦାନ କରିଛନ୍ତି ରାଜ୍ୟ ସରକାର। ଏ ନେଇ ରାଜ୍ୟ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ପ୍ରକାଶ ପାଇଛି ବିଜ୍ଞପ୍ତି ।
What's Your Reaction?






