ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା,ସବୁ ପୂଜା ପେଣ୍ଡାଲରେ ଭଡା ଛାଡ
![ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା,ସବୁ ପୂଜା ପେଣ୍ଡାଲରେ ଭଡା ଛାଡ](https://kalingascroll.in/uploads/images/202409/image_870x_66f677c512da1.jpg)
ଆଜି ପବିତ୍ର ମହାଷ୍ଟମୀରେ ଭୁବନେଶ୍ବରର ବିଭିନ୍ନ ପୂଜା ମଣ୍ଡପ ବୁଲି ମା'ଙ୍କ ଦର୍ଶନ କରି ଆଶିଷ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ଏହି ଅବସରରେ ସେ କରିଛନ୍ତି ବଡ଼ ଘୋଷଣା । ଭୁବନେଶ୍ୱର ସହିତ ସାରା ଓଡ଼ିଶାର ସମସ୍ତ ଦୁର୍ଗା ପୂଜା ପେଣ୍ଡାଲ ଭଡ଼ା ଛାଡ଼ ପାଇଁ ନିଷ୍ପତ୍ତି ଗ୍ରହଣ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେହିପରି ଶାରଦୀୟ ଦୂର୍ଗାପୂଜା ପାଇଁ ରାଜଧାନୀ ଚଳଚଞ୍ଚଳ ହୋଇଉଠିଥିବା ବେଳେ ବିଜେଡି ମୂଖ୍ୟ ନବୀନ ପଟ୍ଟନାୟକ ମଧ୍ୟ ଏ ଖୁସୀର ମାହୋଲରେ ହେଇଛନ୍ତି ସାମିଲ । ଆଜି ବିଭିନ୍ନ ପୂଜା ମଣ୍ଡପ ବୁଲିବା ସହ ମା’ଙ୍କର ଆଶିଷ ଭିକ୍ଷା କରିଛନ୍ତି ନବୀନ ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)