ମୋହନ ମାଝୀ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ

Jun 11, 2024 - 18:03
 0  3
ମୋହନ ମାଝୀ ଓଡିଶାର ନୂଆ ମୁଖ୍ୟମନ୍ତ୍ରୀ

ସବୁ କଳ୍ପନା ଜଳ୍ପନାର ହେଲା ଅନ୍ତ ।  ଓଡିଶାକୁ ମିଳିଲା ନୂଆ ମୁଖ୍ୟମନ୍ତ୍ରୀ । କେନ୍ଦୁଝର ବିଧାୟକ ମୋହନ ମାଝୀ ହେବେ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ । ଏନେଇ ବିଜେପି ବିଧାୟକ ଦଳ ବୈଠକରେ ହେଇଛି ନିଷ୍ପତି  । ତେବେ ଓଡିଶାରେ ପ୍ରଥମ ଥର ବିଜେପି ସରକାରକୁ ଆସିବା ପରେ, କିଏ ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ହେବ ତାକୁ ନେଇ ଲାଗି ରହିଥିଲା ସସପେନ୍ସ  । ଯାହା ଉପରୁ ହଟିଛି ପରଦା  । 

What's Your Reaction?

like

dislike

love

funny

angry

sad

wow