ଯାଞ୍ଚ ହେବ ଝାରସୁଗୁଡ଼ାର ୧୩ଟି ବୁଥର ଇଭିଏମ୍

Jun 21, 2024 - 12:46
 0  1
ଯାଞ୍ଚ ହେବ ଝାରସୁଗୁଡ଼ାର ୧୩ଟି ବୁଥର ଇଭିଏମ୍

ଝାରସୁଗୁଡାର ୧୩ଟି ବୁଥରେ ପୁଣିଥରେ ଯାଞ୍ଚ ହେବ ଇଭିଏମ୍ । ଏନେଇ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନ୍ ।୨୦୨୪ ସାଧାରଣ ନିର୍ବାଚନରେ ଝାରସୁଗୁଡା ବିଧାନସଭା ଆସନରୁ ବିଜେଡି ଟିକେଟରୁ ଲଢିଥିଲେ ପୂର୍ବତନ ବିଧାୟିକା ଦୀପାଳି ଦାସ । ବିଜେପିର ଟଙ୍କଧର ତ୍ରିପାଠୀଙ୍କ ଠାରୁ ମାତ୍ର ୧୩୩୩ ଭୋଟରେ ପରାସ୍ତ ହୋଇଥିଲେ ଦୀପାଳି । ଏହାକୁ ନେଇ ସେ ଅସନ୍ତୁଷ୍ଟ ଥିବା ସହ ପୁନଃ ଗଣତି ପାଇଁ ନିର୍ବାଚନ କମିଶନଙ୍କ ନିକଟରେ କରିଥିଲେ ଆବେଦନ  । ଯାହାକୁ ଗ୍ରହଣ କରି ନେଇଛନ୍ତି ନିର୍ବାଚନ କମିଶନ୍ । 

What's Your Reaction?

like

dislike

love

funny

angry

sad

wow