ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ

Aug 24, 2024 - 12:09
 0  3
ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ପରିବର୍ତ୍ତନ

ଯୁକ୍ତ ୩ ନାମଲେଖା ଗାଇଡଲାଇନରେ ହେବ ପରିବର୍ତ୍ତନ। ଏନେଇ ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ୧ମ ପର୍ଯ୍ୟାୟରେ ନାମ ଲେଖାଇଲେ ବି ୨ୟ ପର୍ଯ୍ୟାୟ ନାମଲେଖା ପ୍ରକ୍ରିୟାରେ ଭାଗ ନେଇପାରିବେ ଛାତ୍ରଛାତ୍ରୀ । ଏନେଇ ଆଉଥରେ ଖୋଲାଯାଇଛି ୱେବସାଇଟ । ଆସନ୍ତାବର୍ଷଠୁ ଏହାକୁ କଡ଼ାକଡ଼ି ପାଳନ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ ।

What's Your Reaction?

like

dislike

love

funny

angry

sad

wow