ରାଜ୍ୟରୁ କମିବ ଶୀତ
ରାଜ୍ୟରୁ କମିବ ଶୀତ । ଆସନ୍ତା ୩ ଦିନ ମଧ୍ୟରେ ୨ରୁ ୩ ଡିଗ୍ରୀ ବୃଦ୍ଧି ପାଇବ ରାତି ତାପମାତ୍ରା। ଭୁବନେଶ୍ୱରରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ସକାଳୁ ଘନ କୁହୁଡ଼ି ରହିବା ସହ ପଡ଼ିବ କାକର । ଏଣିକି ଦିନରେ ୩୨ ଡିଗ୍ରୀ ଓ ରାତିରେ ୧୫ ଡିଗ୍ରୀ ରହିବ ତାପମାତ୍ରା । ଏଭଳି ଆକଳନ କରିଛି ପାଣିପାଗ ବିଭାଗ ।
What's Your Reaction?