ରାଜ୍ୟରେ ଆସୁଛି ବଡ଼ ବର୍ଷା
ରାଜ୍ୟରେ ଆସୁଛି ଏକ ବଡ଼ ବର୍ଷା। ଆଜିଠାରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷାର ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ବିଶେଷ କରି ଉତ୍ତର ଉପକୂଳବର୍ତ୍ତୀ ଜିଲ୍ଲା ଗୁଡ଼ିକର ଗୋଟିଏ ଦୁଇଟି ସ୍ଥାନରେ ହୋଇପାରେ ଘଡ଼ଘଡ଼ି ସହ ବର୍ଷା।
What's Your Reaction?