ରାଜ୍ୟରେ ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ

ରାଜ୍ୟରେ ଖୁବଶୀଘ୍ର ହୋଇପାରେ ସକାଳୁଆ ସ୍କୁଲ । ବଢୁଥିବା ଖରାକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯାଇପାରେ ବୋଲି ସୂଚନା ଦେଇଛନ୍ତି ଗଣଶିକ୍ଷାମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହ ଏନେଇ କରାଯିବ ଆଲୋଚନା । ସ୍ଥିତିକୁ ଦୃଷ୍ଟିରେ ରଖି ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ।
What's Your Reaction?






