ରାଜ୍ୟରେ ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ

Jan 25, 2026 - 14:58
 0  0
ରାଜ୍ୟରେ ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ

ରାଜ୍ୟରେ ନିର୍ଦ୍ଧାରିତ ସମୟରେ ହେବ ପଞ୍ଚାୟତ ନିର୍ବାଚନ। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ମୁଖ୍ୟ ନିର୍ବାଚନ କମିଶନର। ୫ ବର୍ଷ କାର୍ଯ୍ୟକାଳ ସରିଲେ ହେବ ପଞ୍ଚାୟତ ନିର୍ବାଚନ । ପଞ୍ଚାୟତ ନିର୍ବାଚନ ପାଇଁ ସବ୍‌ଡିଭିଜନ ସ୍ତରରେ ଆରମ୍ଭ ହୋଇଛି ପ୍ରସ୍ତୁତି । ୧୦ ଦିନ ତଳେ ସମସ୍ତ ଜିଲ୍ଲାପାଳଙ୍କ ସହ ହୋଇଛି ଆଲୋଚନା ।ବୁଥ୍, ବାଲଟ୍ ବକ୍ସ ସହ ଆବଶ୍ୟକୀୟ ଜିନିଷ ପାଇଁ ଦିଆଯାଇଛି ନିର୍ଦ୍ଦେଶ । ପଞ୍ଚାୟତ ନିର୍ବାଚନକୁ ଅଳ୍ପ ସମୟ ଥିବାରୁ ଉପ ନିର୍ବାଚନ ପାଇଁ ନିଷ୍ପତ୍ତି ହୋଇନାହିଁ ବୋଲି କହିଛନ୍ତି ମୁଖ୍ୟ ନିର୍ବାଚନ କମିଶନର ।

What's Your Reaction?

like

dislike

love

funny

angry

sad

wow