ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା

Feb 27, 2026 - 15:41
 0  0
ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା

ରାଜ୍ୟରେ ବୃଦ୍ଧି ପାଇବ ଦିନ ଓ ରାତି ତାପମାତ୍ରା। ଆସନ୍ତା ୩ଦିନ ମଧ୍ୟରେ ସର୍ବାଧିକ ବା ଦିନ ତାପମାତ୍ରାରେ ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ପାଇବ ବୃଦ୍ଧି। ସେହିପରି ୩ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ସର୍ବନିମ୍ନ ବା ରାତି ତାପମାତ୍ରା ।ଏନେଇ ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର।

What's Your Reaction?

like

dislike

love

funny

angry

sad

wow