ରାମଚନ୍ଦ୍ର କାଡାମ ହେଲେ କଂଗ୍ରେସ ବିଧାୟକ ଦଳ ନେତା,ଭଙ୍ଗ ହେଲା ଓଡିଶା ପ୍ରଦେଶ କଂଗ୍ରେସ କମିଟି

Jul 21, 2024 - 15:30
 0  2
ରାମଚନ୍ଦ୍ର କାଡାମ ହେଲେ କଂଗ୍ରେସ ବିଧାୟକ ଦଳ ନେତା,ଭଙ୍ଗ ହେଲା ଓଡିଶା ପ୍ରଦେଶ କଂଗ୍ରେସ କମିଟି

ପଟ୍ଟାଙ୍ଗୀ ବିଧାୟକ ରାମଚନ୍ଦ୍ର କାଡାମ ହେଲେ କଂଗ୍ରେସ ବିଧାୟକ ଦଳ ନେତା । ୩ଥର ବିଧାନସଭାକୁ ନିର୍ବାଚିତ ହୋଇଛନ୍ତି ରାମଚନ୍ଦ୍ର କାଡାମ । ସେହିପରି ଅଶୋକ ଦାସଙ୍କୁ କଂଗ୍ରେସ ବିଧାୟକ ଦଳ ଉପନେତା ଭାବେ ଦାୟିତ୍ୱ ମିଳିଥିବାବେଳେ  କଂଗ୍ରେସ ଦଳର ମୁଖ୍ୟ ସଚେତକ ହେଲେ ସିଏସ ରାଜନ ଏକ୍କା । ସେପଟେ ଭଙ୍ଗ ହେଲା ଓଡିଶା ପ୍ରଦେଶ କଂଗ୍ରେସ କମିଟି । ପିସିସି ଓ ସମସ୍ତ କମିଟି ଭଙ୍ଗ କଲା ଏଆଇସିସି ।

What's Your Reaction?

like

dislike

love

funny

angry

sad

wow