ରାଶିଫଳ

ଅଫିସରେ କୌଣସି କାମ ଠିକ୍ ସମୟରେ କରି ପାରିବେ ନାହିଁ। ରୋହିଣୀ ନକ୍ଷତ୍ର ଆନୁଷ୍ଠାନିକ କାମରେ ଯାଇ ଜଣେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି। ପରୋକ୍ଷ ଶତ୍ରୁତା, ଦେହପୀଡ଼ା ଓ ବନ୍ଧୁଙ୍କ ସହ ବୁଝାମଣାର ଅଭାବ ପରିସ୍ଥିତିକୁ ସଙ୍ଗିନ କରିଦେବ।
ମୃଗଶିରା ନକ୍ଷତ୍ର କର୍ମାରମ୍ଭ ପାଇଁ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବେ। ରାଜନୀତି, ସଂଗଠନ, ସଭାସମିତି ଓ ଆନୁଷ୍ଠାନିକ କ୍ଷେତ୍ରରେ ନୂତନ କାମ ଆରମ୍ଭ କରି ପ୍ରଶଂସିତ ହେବେ। ସ୍ତ୍ରୀଙ୍କ ସତ୍ପ୍ରେରଣା ଓ ସୌହାର୍ଦ୍ଦ୍ୟରୁ ପାରିବାରିକ ଜୀବନ ସୁଖ ସନ୍ତୋଷରେ କଟିବ।
କର୍ମକ୍ଷେତ୍ରରେ ଜଣେ ପ୍ରତିଷ୍ଠାବାନ୍ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରି ଆମତ୍ବିଭୋର ହେବେ। ଅଶ୍ଳେଷା ନକ୍ଷତ୍ର ମାଲିମକଦ୍ଦମାରେ ଜୟଲାଭ କରିବାର ଆଶା କ୍ରମଶଃ ବୃଦ୍ଧି ପାଇବ। ବ୍ୟବସାୟ ଓ ପରିବହନ କ୍ଷେତ୍ରରେ ବିଦ୍ରୋହ ଓ ଅଶାନ୍ତି ବଢ଼ିବାର ସୂଚନା ରହିଛି।
ବୁଧଙ୍କ ଦୁର୍ବଳତା କାରଣରୁ ଋଣ ଭାରରେ ଅତିଷ୍ଠ ହେବେ। କ୍ରୀଡ଼ା, କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସୁନାମ ଅର୍ଜନ କରିବେ। ମଘା ନକ୍ଷତ୍ର ଶତ୍ରୁତା କରୁଥିବା ବ୍ୟକ୍ତିଙ୍କ ପ୍ରତି ଦୂରତ୍ୱ ବଜାୟ ରଖି ଚଳିବା ଭଲ ହେବ।
ଯେଉଁ କାମ ଦୀର୍ଘଦିନ ହେଲା ହୋଇ ପାରି ନ ଥିଲା ଆଜି ତାହା ସମ୍ପନ୍ନ ହେବ। ଅର୍ଥ ସମ୍ପର୍କରେ ଯେତେ ପାଇଲେ ମଧ୍ୟ ଆହୁରି ପାଇବାକୁ ବ୍ୟାକୁଳ ହେବେ। ଅନୁରାଧା ନକ୍ଷତ୍ର ବ୍ୟବସାୟରେ ପ୍ରତିବନ୍ଧକ ଦୂରେଇବା ପାଇଁ ପ୍ରଯନତ୍ କରି ସଫଳତା ପାଇବେ। ନିଜ ପରିବାରର ସଦସ୍ୟମାନଙ୍କଠାରୁ କିମ୍ବା ସହକର୍ମୀଙ୍କ ତରଫରୁ ସମସ୍ୟା ଆସିପାରେ।
ପ୍ରଶାସନିକ ସ୍ତରରେ ସମସ୍ୟା ସମାଧାନ କରିପାରିବେ। ଆଜିର ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ଅସୁବିଧାରେ ପକାଇପାରେ। ଏଣୁ ଯିବା ପୂର୍ବରୁ ଗାଡ଼ିକୁ ପରଖି ନେବା ଭଲ ହେବ। ଉତ୍ତରାଷାଢ଼ା ନକ୍ଷତ୍ର ଚେଷ୍ଟା କରୁଥିବା କାମରେ ପରିବାରରୁ ପୂର୍ଣ୍ଣ ସହଯୋଗ ପାଇପାରନ୍ତି।
କୌଣସି ବିସ୍ମୟ ସୃଷ୍ଟିକାରୀ ଖବର ପାଇ ବିଚଳିତ ବୋଧ କରିପାରନ୍ତି। ଶ୍ରବଣା ନକ୍ଷତ୍ର ସକାଶେ ଉପରିସ୍ଥ ଅଧିକାରୀ କାମହାସଲ ସକାଶେ ଚାପ ପ୍ରୟୋଗ କରିପାରନ୍ତି। ଶିଳ୍ପ, ବାଣିଜ୍ୟ, ପରିବହନ, ନିର୍ମାଣ, ସଭାସମିତି, ଲେଖାପଢା ପ୍ରଭୃତିରୁ ସୁଫଳ ପାଇବେ।
କର୍ମକ୍ଷେତ୍ରସ୍ଥ ସମସ୍ୟାର ସମାଧାନ ସକାଶେ ନିଜର ବନ୍ଧୁମାନଙ୍କ ସାହାଯ୍ୟ ଭିକ୍ଷା କରିପାରନ୍ତି। କ୍ରୀଡ଼ା, ସଙ୍ଗୀତ ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟହାସଲ କରିବେ। ପୂର୍ବଭାଦ୍ର ନକ୍ଷତ୍ର ଦେହ ଭଲ ରହିଲେ ମଧ୍ୟ କ୍ରନିକ ରୋଗରେ କଷ୍ଟ ପାଇପାରନ୍ତି।
What's Your Reaction?






