ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା

Jul 22, 2024 - 12:14
 0  3
ଲଘୁଚାପ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା

ଲଘୁଚାପ ପ୍ରଭାବରେ ଓଡିଶାର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା । ୨୬ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ନେଇ ସତର୍କତା ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନକେନ୍ଦ୍ର ।  ସେପଟେ ୨ ଦିନ ପରେ ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ। ଏହାର ପ୍ରଭାବରେ ଉତ୍ତର ଓଡ଼ିଶାରେ ବନ୍ୟା ପରିସ୍ଥିତି ସୃଷ୍ଟି ହେବା ନେଇ ଦେଖାଦେଇଛି ଆଶଙ୍କା ।

What's Your Reaction?

like

dislike

love

funny

angry

sad

wow