ଲାଞ୍ଚ ନେଇ ଧରାପଡ଼ିଲେ ଆର୍ଆଇ
ଭିଜିଲାନ୍ସ ହାତରେ ଧରାପଡିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜନଗର ତହସିଲ ଅନ୍ତର୍ଗତ କୋରଡ଼ାଗଡ଼ ସର୍କଲ ରାଜସ୍ବ ନିରୀକ୍ଷକ ପ୍ରଦ୍ୟୁମ୍ନ କୁମାର ବେହେରା। ଏକ ଜମି ପଟ୍ଟା ସଂଶୋଧନ ପାଇଁ ସେ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ରାଜନଗର ତହସିଲ କାର୍ଯ୍ୟାଳୟ ସମ୍ମୁଖରେ ଧରିଛି ଭିଜିଲାନ୍ସ। ଏହାପରେ ତାଙ୍କୁ ଅଟକ ରଖି କରାଯାଉଛି ଅଧିକ ପଚରାଉଚରା।
What's Your Reaction?