ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ହେଲେ ନୂଆ ସ୍ଥଳସେନା ମୁଖ୍ୟ

ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ ହେଲେ ଭାରତୀୟ ସେନା ମୁଖ୍ୟ ।ଏବେ ସ୍ଥଳସେନା ମୁଖ୍ୟ ଭାବେ କାର୍ଯ୍ୟ କରୁଥିବା ଜେନରାଲ ମନୋଜ ପାଣ୍ଡେଙ୍କ କାର୍ଯ୍ୟକାଳ ଆସନ୍ତା ୩୦ ତାରିଖରେ ଶେଷ ହେଉଥିବାରୁ ସେହିଦିନ ଅର୍ଥାତ ଜୁନ୍ ୩୦ରେ ନୂଆ ସ୍ଥଳସେନା ମୁଖ୍ୟ ଦାୟିତ୍ୱ ନେବେ ଲେଫ୍ଟନାଣ୍ଟ ଜେନେରାଲ ଉପେନ୍ଦ୍ର ଦ୍ୱିବେଦୀ। ବର୍ତ୍ତମାନ ସେନାର ଉପାଧ୍ୟକ୍ଷ ଅଛନ୍ତି ପରମ ବିଶିଷ୍ଠ ସେବା ପଦକ ଏବଂ ଅତି ବିଶେଷ ସେବା ପଦକରେ ସମ୍ମାନିତ ଲେଫ୍ଟନାଣ୍ଟ ଜେନେରାଲ ଦ୍ୱିବେଦୀ ।
What's Your Reaction?






