ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା

ଲୋକସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ଓମ୍ ବିର୍ଲା

ପୁଣି ଲୋକସଭା ବାଚସ୍ପତି ହେଲେ ଓମ ବିର୍ଲା।  ବାଚନିକ ଭୋଟରେ ଇଣ୍ଡିଆ ମେଣ୍ଟ ପ୍ରାର୍ଥୀ କେ. ସୁରେଶଙ୍କୁ ହରାଇ ସେ ବାଚସ୍ପତି ଭାବେ ଦ୍ୱିତୀୟଥର ପାଇଁ ହୋଇଛନ୍ତି ନିର୍ବାଚିତ।  ଓମ ବିର୍ଲାଙ୍କୁ ନିଜ ଆସନ ଯାଏ ନେଇ ଦାୟିତ୍ୱ ଗ୍ରହଣ କରାଇବା ସହ ଶୁଭେଚ୍ଚା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି ଏବଂ ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ।