ଶପଥ ନେଲେ ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

C.P. Radhakrishnan has taken oath as the 15th Vice President of India. The oath was administered by President Droupadi Murmu. The ceremony, held at Rashtrapati Bhavan, was attended by Prime Minister Narendra Modi, Home Minister Amit Shah, Defence Minister Rajnath Singh, along with several senior Cabinet Ministers. In the Vice Presidential election

Sep 12, 2025 - 13:27
 0  18
ଶପଥ ନେଲେ ନୂଆ ଉପରାଷ୍ଟ୍ରପତି ସିପି ରାଧାକ୍ରିଷ୍ଣନ

ଦେଶର ୧୫ତମ ଉପରାଷ୍ଟ୍ରପତି ଭାବରେ ଶପଥ ଗ୍ରହଣ କରିଛନ୍ତି ସିପି ରାଧାକୃଷ୍ଣନ। ତାଙ୍କୁ ପଥ ପାଠ କରାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ରାଷ୍ଟ୍ରପତି ଭବନରେ ଅନୁଷ୍ଠିତ ଏହି ଉତ୍ସବରେ ଉପସ୍ଥିତ ଥିଲେ ପ୍ରଧାନମନ୍ତ୍ରୀ ମୋଦୀ, ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହଙ୍କ ସମେତ ତାଙ୍କ କ୍ୟାବିନେଟର ଅନେକ ବରିଷ୍ଠ ମନ୍ତ୍ରୀ ।  ଉପରାଷ୍ଟ୍ରପତି ନିର୍ବାଚନରେ ​​ସିପି ରାଧାକ୍ରିଷ୍ଣନ ଇଣ୍ଡିଆ ମେଣ୍ଟର ପ୍ରାର୍ଥୀ ବି ସୁଦର୍ଶନ ରେଡ୍ଡୀଙ୍କୁ କରି ଥିଲେ ପରାସ୍ତ  ।  

What's Your Reaction?

like

dislike

love

funny

angry

sad

wow