ଶପଥ ନେଲେ ପ୍ରେମ ସିଂହ ତମାଙ୍ଗ

Jun 10, 2024 - 18:37
 0  2
ଶପଥ ନେଲେ ପ୍ରେମ ସିଂହ ତମାଙ୍ଗ

ଆଜି ସିକ୍କିମର ପାଲଜୋର ଷ୍ଟାଡିୟମରେ ଆୟୋଜିତ ସମାରୋହରେ ସିକ୍କିମ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇଛନ୍ତି ପ୍ରେମ ସିଂହ ତମାଙ୍ଗ।ରାଜ୍ୟପାଳ ଲକ୍ଷ୍ମଣ ପ୍ରସାଦ ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି।ଏହି ଶପଥ ଗ୍ରହଣ ସହ ସିକ୍କିମ କ୍ରାନ୍ତିକାରୀ ମୋର୍ଚ୍ଚାର ମୂଖ୍ୟ ପ୍ରେମ ସିଂହ ତମାଙ୍ଗ କ୍ରମାଗତ ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ହେବାର ସୌଭାଗ୍ୟ ଅର୍ଜନ କରିଛନ୍ତି।

What's Your Reaction?

like

dislike

love

funny

angry

sad

wow