ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି’

ଶିଶୁ ବାଟିକା, ପ୍ରଥମ ଓ ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କ ଶିକ୍ଷା ପାଇଁ ଦିଆଯିବ ‘ଯାଦୁପେଡି’ । ରାଜ୍ୟର ୪୫ ହଜାର ସ୍କୁଲକୁ ଦିଆଯିବ ଏନସିଇଆରଟି ଦ୍ୱାରା ପ୍ରସ୍ତୁତ ଏହି କିଟ୍ । ଏନେଇ ଖର୍ଚ୍ଚ ହେବ ପ୍ରାୟ ୯୦ କୋଟି ଟଙ୍କା । ଆଜି ଏହି ‘ଯାଦୁପେଡି’ କିଟ୍ ଦେଖି ପିଲାମାନଙ୍କୁ ପାଠପ୍ରତି ଆକୃଷ୍ଟ କରିବା ପାଇଁ ଏହା ଖୁବ ଉପଯୋଗୀ ହେବ ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ।
What's Your Reaction?






