ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତାରେ ପୁରସ୍କୃତ ମାଣିଆବନ୍ଧ ଗାଁ

Sep 28, 2024 - 13:03
 0  3
ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତାରେ ପୁରସ୍କୃତ ମାଣିଆବନ୍ଧ ଗାଁ

ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତାରେ ପୁରସ୍କୃତ ହୋଇଛି ଓଡ଼ିଶାର ମାଣିଆବନ୍ଧ ଗାଁ। ବୟନଶିଳ୍ପୀ କ୍ଷେତ୍ରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା କଟକ ଜିଲ୍ଲାର ମାଣିଆବନ୍ଧ ଗାଁକୁ ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ଭାବେ କରାଯାଇଛି ପୁରସ୍କୃତ । ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଏହି ସମ୍ମାନଜନକ ପୁରସ୍କାର ଦିଆଯାଇଥିବାରୁ  ଏନେଇ  ମାଣିଆବନ୍ଧ ଗ୍ରାମବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।

What's Your Reaction?

like

dislike

love

funny

angry

sad

wow