ସଜ୍ଜନ କୁମାରଙ୍କୁ ମିଳିଲା ଆଜୀବନ କାରାଦଣ୍ଡ

Feb 25, 2025 - 16:27
 0  3
ସଜ୍ଜନ କୁମାରଙ୍କୁ ମିଳିଲା ଆଜୀବନ କାରାଦଣ୍ଡ

ପୂର୍ବତନ କଂଗ୍ରେସ ସାଂସଦ ସଜ୍ଜନ କୁମାରଙ୍କୁ ମିଳିଲା ଆଜୀବନ କାରାଦଣ୍ଡ । ବହୁଚର୍ଚ୍ଚିତ ୧୯୮୪ ଶିଖ୍ ବିରୋଧୀ ଦଙ୍ଗା ମାମଲାରେ ଏଭଳି ଦଣ୍ଡାଦେଶ ଶୁଣାଇଛନ୍ତି ଦିଲ୍ଲୀର ରାଉଜ୍ ଆଭେନ୍ୟୁ ଅଦାଲତ। ଫେବୃଆରୀ ୧୨ ତାରଖରେ ସଜ୍ଜନ ଦୋଷୀ ସାବ୍ୟସ୍ତ ହୋଇଥିବାବେଳେ ଆଜି ହୋଇଛିଦଣ୍ଡାଦେଶ  ।

What's Your Reaction?

like

dislike

love

funny

angry

sad

wow