ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ

Sep 19, 2024 - 12:38
 0  1
ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ

ସବୁ ଜିଲ୍ଲା ମୁଖ୍ୟାଳୟରେ ହେବ ମେଡିକାଲ କଲେଜ । ଏନେଇ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ମେଡ଼ିକାଲ କଲେଜରେ ଅଧ୍ୟାପକଙ୍କ ସଂଖ୍ୟା କମ୍‌ ଥିବାବେଳେ ଏଣିକି ପାଠ ପଢ଼ାଇବେ ଅବସରପ୍ରାପ୍ତ ଅଧ୍ୟାପକ । ଦେଶ ବାହାରର ବିଭିନ୍ନ ବିଶ୍ବବିଦ୍ୟାଳୟର ଅଧ୍ୟାପକ ଅନଲାଇନରେ ପାଠ ପଢାଇବେ ବୋଲି କହିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ । 

What's Your Reaction?

like

dislike

love

funny

angry

sad

wow