ସର୍ବୋଚ୍ଚଅଦାଲତଙ୍କ ନିର୍ଦ୍ଦେଶକୁ ମାନୁନାହାଁନ୍ତି ଡାକ୍ତର

ସର୍ବୋଚ୍ଚଅଦାଲତଙ୍କ ନିର୍ଦ୍ଦେଶକୁ ମାନୁନାହାଁନ୍ତି ଡାକ୍ତର

ସର୍ବୋଚ୍ଚଅଦାଲତଙ୍କ ନିର୍ଦ୍ଦେଶକୁ ମାନୁନାହାଁନ୍ତି ଡାକ୍ତର । ପଶ୍ଚିମବଙ୍ଗ ଆରଜି.କର ମେଡିକାଲ କଲେଜ ଡାକ୍ତରୀ ଛାତ୍ରୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ବିକ୍ଷୋଭ ଜାରି ରଖିଥିବା କନିଷ୍ଠ ଡାକ୍ତରଙ୍କୁ କାର୍ଯ୍ୟରେ ଯୋଗ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ସର୍ବୋଚ୍ଚ ଅଦାଲତ । ହେଲେ ନିର୍ଦେଶକୁ ଅଣଦେଖା କରିବା ସହ ଯେପର୍ଯ୍ୟନ୍ତ ନ୍ୟାୟ ମିଳିନାହିଁ କାମକୁ ଫେରିବେ ନାହିଁ ବୋଲି ଜିଦ ଧରିଛନ୍ତି ଡାକ୍ତରମାନେ ।ଘଟଣାରେ ସ୍ୱାସ୍ଥ୍ୟ ସଚିବ ଏବଂ ସ୍ୱାସ୍ଥ୍ୟ ଶିକ୍ଷା ନିର୍ଦ୍ଦେଶକଙ୍କ ଇସ୍ତଫା ଦାବି କରି ଆନ୍ଦୋଳନ କରୁଛନ୍ତି ଡାକ୍ତର ସଂଘ।