ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଚିନ୍ତା
ଏଣିକି ସହରାଞ୍ଚଳରେ ଆଉ ରହିବ ନାହିଁ ଘର ଭଡ଼ା ଚିନ୍ତା। କାରଣ ଭଡ଼ାରେ ଘର ଦେବେ ସରକାର। ଅବ୍ୟବହୃତ ସରକାରୀ ଘରକୁ ଭଡ଼ା ସୂତ୍ରରେ ଦିଆଯିବ ବୋଲି ମିଳିଛି ସୂଚନା।ସରକାରୀ ଘର ଚିହ୍ନଟ ପାଇଁ ଗୃହ ଏବଂ ନଗର ଉନ୍ନୟନ ବିଭାଗ ପକ୍ଷରୁ ଦିଆଯାଇଛି ଚିଠି । ବିଶେଷ କରି କର୍ମଜୀବୀ ମହିଳାମାନଙ୍କୁ ଭଡ଼ାରେ ଦିଆଯିବ ଘର । ପ୍ରଧାନମନ୍ତ୍ରୀ ସହରାଞ୍ଚଳ ଆବାସ ଯୋଜନା ୨.୦ ଅନୁଯାୟୀ ମିଳିବ ଭଡ଼ା ।
What's Your Reaction?