ସାମ୍ନାକୁ ଆସିଲା ଆଡପ ପହଣ୍ଡି ବେଳେ ବଡ଼ ଠାକୁର ପଡ଼ିଯିବାର କାରଣ

Aug 15, 2024 - 14:10
 0  8
ସାମ୍ନାକୁ ଆସିଲା ଆଡପ ପହଣ୍ଡି ବେଳେ ବଡ଼ ଠାକୁର ପଡ଼ିଯିବାର କାରଣ

ସାମ୍ନାକୁ ଆସିଲା ଚଳିତ ରଥଯାତ୍ରା ସମୟରେ ଆଡପ ପହଣ୍ଡି ବେଳେ ବଡ଼ ଠାକୁର ପଡ଼ିଯିବାର କାରଣ । ଆବଶ୍ୟକଠାରୁ ଅଧିକ ସଂଖ୍ୟକ ସେବକ ରଥରେ ଚଢିବା ଓ ବିଡ଼ିଆ ମଣୋହି ନୀତି ବିଳମ୍ବ ଯୋଗୁ ୪୫ ମିନିଟ୍ ରଥରେ ଠାକୁର ଅଟକି ରହିଥିବାରୁ ଘଟିଥିଲା  ଏତେ ବଡ଼ ଅଘଟଣ ।ଏହି ଘଟଣାକୁ ନେଇ  ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ରିପୋର୍ଟ ପ୍ରଦାନ କରିଛି ୩ ଜଣିଆ ତଦନ୍ତକାରୀ କମିଟି । ଆସନ୍ତା ପରିଚାଳନା କମିଟି ବୈଠକରେ ରିପୋର୍ଟ ଉପସ୍ଥାପନ ହେବ ଓ ଆଲୋଚନା ପରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ।

What's Your Reaction?

like

dislike

love

funny

angry

sad

wow