ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟର ପ୍ରତି ଘରେ ପହଞ୍ଚିବ ବିଜୁଳି : ଶକ୍ତି ମନ୍ତ୍ରୀ

Aug 21, 2024 - 17:32
 0  5
ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟର ପ୍ରତି ଘରେ ପହଞ୍ଚିବ ବିଜୁଳି : ଶକ୍ତି ମନ୍ତ୍ରୀ

ସେପ୍ଟେମ୍ବର ଶେଷ ସୁଦ୍ଧା ରାଜ୍ୟର ପ୍ରତି ଘରେ ପହଞ୍ଚିବ ବିଜୁଳି। ବିଦ୍ୟୁତକରଣ ହୋଇନଥିବା ଘର ଗୁଡିକୁ ବିଜୁଳି ଯୋଗାଇ ଦେବାକୁ ରଖାଯାଇଛି ଲକ୍ଷ୍ୟ। ଏ ନେଇ ବିଧାନସଭାରେ ଉତ୍ତର ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ ତଥା ଶକ୍ତି ମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ସବୁ ଘରକୁ ବିଜୁଳି ଯୋଗାଇ ଦେବା ପାଇଁ ୪୧୫ କୋଟି ଟଙ୍କା ସମସ୍ତ ଡିସକମମାନଙ୍କୁ ଯୋଗାଇ ଦେଇଛନ୍ତି ରାଜ୍ୟ ସରକାର । ବିଧାୟକ ପବିତ୍ର ସାଉଁଟା ପଚାରିଥିବା ପ୍ରଶ୍ନର ଉତ୍ତର ରଖିଛନ୍ତି ଉପ ମୁଖ୍ୟମନ୍ତ୍ରୀ । 

What's Your Reaction?

like

dislike

love

funny

angry

sad

wow