ସ୍ଥଗିତ ରହିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ

Dec 25, 2024 - 12:02
 0  3
ସ୍ଥଗିତ ରହିଲା ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ଆଜିଠାରୁ ଜାନୁଆରୀ ୨ ତାରିଖ ଯାଏ ସ୍ଥଗିତ ରହିବ ଶ୍ରୀମନ୍ଦିର ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଇଂରାଜୀ ନବବର୍ଷ ଓ ଛୁଟି ଯୋଗୁ ଶ୍ରଦ୍ଧାଳୁଙ୍କ ଭିଡ଼ ସହିତ ଶୃଙ୍ଖଳିତ ନୀତିକାନ୍ତି ଓ ଦର୍ଶନକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତ୍ତି ନେଇଛି ଶ୍ରୀମନ୍ଦିର ପ୍ରଶାସନ।ରାଜ୍ୟ ସରକାରଙ୍କ ଅନୁମୋଦିତ ମାର୍ଗଦର୍ଶିକା ଓ ଶ୍ରୀମନ୍ଦିର ପ୍ରଶାସନ ବ୍ୟବସ୍ଥା ଅନୁସାରେ ପୁଣି ଜାନୁଆରୀ ୩ ତାରିଖରୁ ମରାମତି କାର୍ଯ୍ୟ ଆରମ୍ଭ ହେବ ବୋଲି ମିଳିଛି ସୂଚନା।

What's Your Reaction?

like

dislike

love

funny

angry

sad

wow