ହବିଷ୍ୟାଳୀ ଯୋଜନାରେ ୬ରୁ ହେବ ଅନଲାଇନରେ ଆବେଦନ

ହବିଷ୍ୟାଳୀ ଯୋଜନାରେ ଆସନ୍ତା ୬ ତାରିଖରୁ ଆରମ୍ଭ ହେବ ଆବେଦନ ପ୍ରକ୍ରିୟା। କେବଳ ଅନଲାଇନ ମାଧ୍ୟମରେ ଗ୍ରହଣ କରାଯିବ ଆବେଦନ। ଏ ନେଇ ସୂଚନା ଦେଇଛନ୍ତି ପୁରୀ ଜିଲ୍ଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ।ସେ କହିଛନ୍ତି ଯେ,ଅକ୍ଟୋବର ୬ତାରିଖରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୧୧ ତାରିଖ ଯାଏ ଚାଲିବ। ୨୫ ଶହ ହବିଷ୍ୟାଳୀଙ୍କ ରହଣି ପାଇଁ ୪ଟି ସ୍ଥାନରେ କରାଯିବ ବ୍ୟବସ୍ଥା। ସବୁ ବର୍ଷ ଭଳି ହବିଷ୍ୟାଳୀଙ୍କୁ ଯୋଗାଇ ଦିଆଯିବ ସବୁ ସୁବିଧା।
What's Your Reaction?






