ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍‌

Jun 28, 2024 - 13:11
 0  2
ହେମନ୍ତ ସୋରେନଙ୍କୁ ମିଳିଲା ଜାମିନ୍‌

ଝାଡଖଣ୍ଡ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଜେଏମଏମ ନେତା ହେମନ୍ତ ସୋରେନଙ୍କୁ ମିଳିଛି ବଡ ଆଶ୍ୱସ୍ତି। ଜମି ଦୁର୍ନୀତି ସହ ଜଡିତ ଅର୍ଥ ହେରଫେର ମାମଲାରେ  ଆଜି ତାଙ୍କର ଜାମିନ ମଞ୍ଜୁର କରିଛନ୍ତି ଝାରଖଣ୍ଡ ଉଚ୍ଛନ୍ୟାୟଳୟ। ସୂଚନା ଅନୁସାରେ, ଜାନୁଆରୀ ୩୧ରେ ରେ ତାଙ୍କୁ ଗିରଫ କରିଥିଲା ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ।ତା’ପରେ ସେ  ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ହେପାଜତରେ ଥିବାବେଳେ ମୁଖ୍ୟମନ୍ତ୍ରୀ ପଦରୁ ଦେଇଥିଲେ ଇସ୍ତଫା ।

What's Your Reaction?

like

dislike

love

funny

angry

sad

wow