୨୮ରେ ଓଡ଼ିଶା ଗସ୍ତରେ ଆସିବେ ଅମିତ ଶାହ

ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଓଡ଼ିଶା ଗସ୍ତରେ ଆସିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୨୯ ତାରିଖ ସକାଳେ ଭୁବନେଶ୍ଵରରେ ରହି ଦିଲ୍ଲୀ ରାଷ୍ଟ୍ରୀୟ ବିଜେପି କାର୍ଯ୍ୟାଳୟରେ ହେବାକୁ ଥିବା ବୈଠକରେ ହେବେ ସାମିଲ।ଏହାପରେ ୨୯ ତାରିଖ ସନ୍ଧ୍ୟାରେ ଫେରିଯିବେ ଦିଲ୍ଲୀ। ଏହି ଅବସରରେ ସମ୍ବଲପୁର ଗସ୍ତ ନାହିଁ ବୋଲି କହିଛନ୍ତି ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ।
What's Your Reaction?






