୨୯ରେ ଆଉ ଏକ ଲଘୁଚାପ

Aug 27, 2024 - 12:23
 0  3
୨୯ରେ ଆଉ ଏକ ଲଘୁଚାପ

ଆସନ୍ତା ୨୯ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଆଉ ଏକ ଲଘୁଚାପ କ୍ଷେତ୍ର। ପ୍ରଭାବରେ ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ତେବେ ଆଜି ପାଇଁ ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାକୁ ଜାରି ହୋଇଛି ହଳଦିଆ ସତର୍କତା। 

What's Your Reaction?

like

dislike

love

funny

angry

sad

wow