୪୮ ଘଣ୍ଟା ମଧ୍ୟରେ ଘରେ ଗ୍ୟାସ ନପହଞ୍ଚିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ
![୪୮ ଘଣ୍ଟା ମଧ୍ୟରେ ଘରେ ଗ୍ୟାସ ନପହଞ୍ଚିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ](https://kalingascroll.in/uploads/images/202407/image_870x_66965c7eee554.jpg)
ଏଣିକି ଗ୍ୟାସ୍ ଅର୍ଡରର ୪୮ ଘଣ୍ଟା ମଧ୍ୟରେ ଖାଉଟିଙ୍କ ପାଖରେ ପହଞ୍ଚିବ ରନ୍ଧନ ଗ୍ୟାସ ସିଲିଣ୍ଡର। ଧାର୍ଯ୍ୟ ସମୟ ସୀମାରେ ଖାଉଟିଙ୍କ ପାଖରେ ଗ୍ୟାସ ନପହଞ୍ଚିଲେ ବିତରଣକାରୀ ସଂସ୍ଥା ବା ଡିଲରଙ୍କ ଉପରେ ହେବ କାର୍ଯ୍ୟାନୁଷ୍ଠାନ। ପେଟ୍ରୋଲ୍, ଡିଜେଲ୍ ଓ ଏଲ୍ ପିଜି ଡିଲର୍ ସଂଘ ସହ ବୈଠକ ପରେ ଏ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ପେଟ୍ରୋଲ, ଡିଜେଲ୍ ମାନରେ କୌଣସି ସାଲିସ୍ କରାଯିବନି। ନିୟମିତ ଭାବେ ପେଟ୍ରୋଲ ଟାଙ୍କି ମାନଙ୍କରେ ଯାଞ୍ଚ କରାଗଲେ ଯଦି କେହି ଅପମିଶ୍ରଣ କରୁଥିବା ଜଣାପଡ଼ିବ, ତାହେଲେ ତୁରନ୍ତ କାର୍ଯ୍ୟାନୁଷ୍ଠାନ ନିଆଯିବ।
What's Your Reaction?
![like](https://kalingascroll.in/assets/img/reactions/like.png)
![dislike](https://kalingascroll.in/assets/img/reactions/dislike.png)
![love](https://kalingascroll.in/assets/img/reactions/love.png)
![funny](https://kalingascroll.in/assets/img/reactions/funny.png)
![angry](https://kalingascroll.in/assets/img/reactions/angry.png)
![sad](https://kalingascroll.in/assets/img/reactions/sad.png)
![wow](https://kalingascroll.in/assets/img/reactions/wow.png)